ଭୁବନେଶ୍ୱର – ମହାବାତ୍ୟା ଅମ୍ଫାନ ଯୋଗୁ ଓଡିଶା ଉପକୂଳ ଅଂଚଳରେ ଓଡିଶା ସରକାର ଶ୍ରମିକ ସ୍ପେଶାଲ ଟ୍ରେନ ଚଳାଇ ପାରୁ ନାହାନ୍ତି । ଏହି ବାତ୍ୟା ପରେ ରେଳବାଇକୁ ଅଧିକ ଟ୍ରେନ ଚଳାଇବାକୁ ଅନୁମତି ମିଳିବ ବୋଲି କହିଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ପୀୟୁଷ ଗୋୟଲ ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
