ଭୁବନେଶ୍ୱର– ରାଜ୍ୟରେ ବର୍ତମାନ ଯାଏ ୧୦୮୪୩୨ ନମୁନାର ପରୀକ୍ଷା କରା ଯାଇ ସରିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ କୁହା ଯାଇଛି ଯେ ବର୍ତମାନ ସୁଦ୍ଧା ରାଜ୍ୟରେ ୧୧୦୩ ଟି ମାମଲା ସାମନାକୁ ଆସିଛି । ଏଥି ମଧ୍ୟରୁ ଛଅ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୪୩ ଜଣ ସୁସ୍ଥ ହୋଇ ସାରିଛନ୍ତି । ରାଜ୍ୟରେ ମୋଟ ୭୫୩ ଟି ସକ୍ରିୟ ମାମଲା ରହିଛି ।