ଭୁବନେଶ୍ୱର । ବାତ୍ୟା ଅମ୍ଫାନକୁ ନେଇ ସହାୟତାର ହାତ ବଢାଇଥିବା କାରଣରୁ ପଶ୍ଚିମ ବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ ଏଭଳି ସମୟରେ ଏଭଳି କଥା କହିଥିବାରୁ ସେ ଧନ୍ୟବାଦ ଜଣାଉଛନ୍ତି ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
