ଭୁବନେଶ୍ୱର– ରାଜ୍ୟରେ ବର୍ତମାନ ଯାଏ ୧୧୩୪୪୬ ନମୁନାର ପରୀକ୍ଷା କରା ଯାଇ ସରିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ କୁହା ଯାଇଛି ଯେ ବର୍ତମାନ ସୁଦ୍ଧା ରାଜ୍ୟରେ ୧୧୮୯ ଟି ମାମଲା ସାମନାକୁ ଆସିଛି । ଏଥି ମଧ୍ୟରୁ ସାତ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୯୩ ଜଣ ସୁସ୍ଥ ହୋଇ ସାରିଛନ୍ତି । ରାଜ୍ୟରେ ମୋଟ ୭୮୯ ଟି ସକ୍ରିୟ ମାମଲା ରହିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO