ପାରଳାଖେମୁଣ୍ଡି– ଗଜପତି ଜିଲ୍ଲାରେ ସର୍ବସାଧାରଣରେ ମୁହଁରେ ମାସ୍କ ବ୍ୟବହାର କରୁନଥିବା ବ୍ୟକ୍ତି ବିଶେଷଙ୍କ ବିରୋଧରେ ପୋଲିସ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି । ଆଇନ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ ଜିଲ୍ଲା ପୋଲିସ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି । ସେମାନଙ୍କ ନିକଟରୁ ଜୋରିମାନା ଆଦାୟ କରାଯାଉଛି । ଗତ ୩୦ ତାରିଖ ଦିନ ସକାଳ ଠାରୁ ସଂନ୍ଧ୍ୟା ସୁଦ୍ଧା ଜିଲ୍ଲାର ବିଭିନ୍ନ ଥାନା ପୋଲିସ ପକ୍ଷରୁ ଏନେଇ ମୋଟ୍ ୨୪୦୦ ଟଙ୍କା ଜୋରିମାନା ବାବଦକୁ ଆଦାୟ କରାଯାଇଛି ।
Related Stories
November 23, 2024