-
ଆରୋଗ୍ୟ ହାର 47.76%କୁ ବୃଦ୍ଧି
ନୂଆଦିଲ୍ଲୀ– ଭାରତ ସରକାର କୋଭିଡ-19ର ପ୍ରତିରୋଧ, ନିରୋଧ ଏବଂ ପରିଚାଳନା ପାଇଁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳମାନଙ୍କ ସହିତ ଅନେକ ପଦକ୍ଷେପ ନେଉଛନ୍ତି । ଏଗୁଡିକ ନିୟମିତ ଭାବରେ ସର୍ବୋଚ୍ଚ ସ୍ତରରେ ସମୀକ୍ଷା ଏବଂ ତଦାରଖ ମଧ୍ୟ କରାଯାଉଛି ।
ମୋଟ 86,983 ଲୋକ ଆରୋଗ୍ୟ ହୋଇସାରିଛନ୍ତି । ବର୍ତ୍ତମାନ ଆରୋଗ୍ୟ ହାର 47.76%ରେ ପହଞ୍ଚିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO