
ଭୁବନେଶ୍ୱର । କଟକରେ ଗତ ୨୪ ଘଂଟା ମଧ୍ୟରେ ୨୭୭ ଜଣଙ୍କ ଠାରୁ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ ଜୋରିମାନା ଆଦାୟ କରା ଯାଇଛି । କଟକ ଡିସିପିଙ୍କ ଦ୍ୱାରା ଟ୍ୱିଟ କରି ଏହି ସୂଚନା ଦିଆ ଯାଇଛି ।
ଲକ ଡାଉନ ନିୟମ ଉଲ୍ଲଂଘନରେ ଗତ ୨୪ ଘଂଟାରେ ୯୮ଟି ଗାଡିରୁ ଚାଲଣ କାଟିଲା
ଭୁବନେଶ୍ୱର । ବ୍ରହ୍ମପୁରରେ ଲକଡାଉନ ନିୟମ ଉଲ୍ଲଂଘନରେ ଗତ ୨୪ ଘଂଟା ମଧ୍ୟରେ ୯୮ ଟି ବାହନରେ ଚାଲାଣ କଟା ଯାଇଥିବା ବ୍ରହ୍ମପୁର ଏସପି ସୂଚନା ଦେଇଛନ୍ତି ।
ସେହିପରି ଏହି ସମୟ ମଧ୍ୟରେ ମାସ୍କ ପିନ୍ଧି ନଥିବା ଅଭିଯୋଗରେ ୨୦୨ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି । ସେହିପରି ୧୯ ଲିଟର ମଦ ଜବତ କରା ଯାଇଥିବା ସୂଚନା ଦିଆ ଯାଇଛି ।