ଭୁବନେଶ୍ୱର । କଟକରେ ଗତ ୨୪ ଘଂଟା ମଧ୍ୟରେ ୯୩ ଜଣଙ୍କ ଠାରୁ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ ଜୋରିମାନା ଆଦାୟ କରା ଯାଇଛି । କଟକ ଡିସିପିଙ୍କ ଦ୍ୱାରା ଟ୍ୱିଟ କରି ଏହି ସୂଚନା ଦିଆ ଯାଇଛି ।
ଲକ ଡାଉନ ନିୟମ ଉଲ୍ଲଂଘନରେ ଗତ ୨୪ ଘଂଟାରେ ୯୬ଟି ଗାଡିରୁ ଚାଲଣ କାଟିଲା ବ୍ରହ୍ମପୁର ପୋଲିସ
ଭୁବନେଶ୍ୱର । ବ୍ରହ୍ମପୁରରେ ଲକଡାଉନ ନିୟମ ଉଲ୍ଲଂଘନରେ ଗତ ୨୪ ଘଂଟା ମଧ୍ୟରେ ୯୬ ଟି ବାହନରେ ଚାଲାଣ କଟା ଯାଇଥିବା ବ୍ରହ୍ମପୁର ଏସପି ସୂଚନା ଦେଇଛନ୍ତି ।
ସେହିପରି ଏହି ସମୟ ମଧ୍ୟରେ ମାସ୍କ ପିନ୍ଧି ନଥିବା ଅଭିଯୋଗରେ ୩୫ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି ।