ଗଞ୍ଜାମ– ଗଞ୍ଜାମ ଜିଲ୍ଲା ବରଡ଼ାବିଲି ସଂଘରୋଧ କେନ୍ଦ୍ରରେ ରହିଥିବା ଜଣେ ବ୍ୟକ୍ତିଙ୍କ ଗତକାଲି ରାତିରେ ମୃତ୍ୟୁ ଘଟିଛି । ୧୦ ଦିନ ପୂର୍ବେ ସେ ସୁରତରୁ ଆସି ଏହି ସଙ୍ଗରୋଧ କେନ୍ଦ୍ରରେ ରହିଥିଲେ । ଆଜି ସକାଳେ ତାଙ୍କର ମୃତ୍ୟୁ ଖବର ପହଂଚିବା ପରେ ସ୍ୱାସ୍ଥ୍ୟ ବିଭାଗ କର୍ମକର୍ତା ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ ଘଟଣା ସମ୍ପର୍କରେ ଛାନଭିନ୍ ଆରମ୍ଭ ହୋଇଛି । ତେବେ ତାଙ୍କ ମୃତ୍ୟୁର କାରଣ ଅଦ୍ୟାବଧି ଅସ୍ପଷ୍ଟ ରହିଛି ।
Related Stories
November 22, 2024