କଟକ– ମୁଖ୍ୟ ବିଚାରପତିଙ୍କୁ ମିଶାଇ ବିଚାରପତି ସଂଖ୍ୟା ୧୬ କୁ ବୃଦ୍ଧି । ଆଜି ହାଇକୋର୍ଟର ସମ୍ମେଳନ କକ୍ଷରେ ମୁଖ୍ୟ ବିଚାରପତି ତାଙ୍କୁ ଶପଥ ପାଠ କରାଇଛନ୍ତି । କରୋନା ପାଇଁ ନିରାଡ଼ମ୍ବର ଭାବେ ଏହି ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସାମାଜିକ ଦୂରତ୍ୱ ରକ୍ଷା କରି ଏ ସମସ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ସମସ୍ତେ ମୁହଁରେ ମାସ୍କ ପରିଧାନ କରିଥିବା ଦେଖିବାକୁ ମିଳିଥିଲା ।
Related Stories
December 26, 2024