
ଭୁବନେଶ୍ୱର। ବ୍ରହ୍ମପୁରରେ ମାସ୍କ ପିନ୍ଧି ନଥିବା ଅଭିଯୋଗରେ ଗତ ୨୪ ଘଂଟାରେ ୬୯ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି ବୋଲି ବ୍ରହ୍ମପୁର ଏସପି ସୂଚନା ଦେଇଛନ୍ତି ।
ସେହିପରି ଏହି ସମୟ ମଧ୍ୟରେ ସେହିପରି ଏହି ଅବଧିରେ ୩୩ ଲିଟର ମଦ ଜବତ କରା ଯାଇଥିବା ସୂଚନା ଦିଆ ଯାଇଛି ।
୯୩ ଜଣଙ୍କ ଠାରୁ ଆଦାୟ ହେଲା ଜୋରିମାନା
ଭୁବନେଶ୍ୱର । କଟକରେ ଗତ ୨୪ ଘଂଟା ମଧ୍ୟରେ ୨୩୪ ଜଣଙ୍କ ଠାରୁ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ ଜୋରିମାନା ଆଦାୟ କରା ଯାଇଛି । କଟକ ଡିସିପିଙ୍କ ଦ୍ୱାରା ଟ୍ୱିଟ କରି ଏହି ସୂଚନା ଦିଆ ଯାଇଛି ।