ଭୁବନେଶ୍ୱର– ରାଜ୍ୟରେ ଗତ ୨୪ ଘଂଟାରେ ୩୫୫୮ ନମୁନାର ପରୀକ୍ଷା କରା ଯାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୨୦୦୦୧୪ ନମୁନାର ପରୀକ୍ଷଣ କରା ଯାଇ ସରିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ କୁହା ଯାଇଛି ଯେ ବର୍ତମାନ ସୁଦ୍ଧା ରାଜ୍ୟରେ ୩୯୦୯ ଟି ମାମଲା ସାମନାକୁ ଆସିଛି ।