
ନୂଆଦିଲ୍ଲୀ– କରୋନା ବିଶ୍ୱରେ ୪ ଲକ୍ଷ ୩୧ ହଜାର ୩୮୪ ଜଣଙ୍କର ଜୀବନ ନେଇସାରିଛି । ରବିବାର ସକାଳ ସାଢ଼େ ୬ଟା ସୁଦ୍ଧା ବିଶ୍ୱରେ ୭୮ ଲକ୍ଷ ୫୫ ହଜାର ୪୭୭ ଜଣ ଆକ୍ରାନ୍ତ ହୋଇସାରିଛନ୍ତି । ଏଥିରୁ ୪୦ ଲକ୍ଷ ୨୨ ହଜାର ୧୫୯ ଜଣ ସୁସ୍ଥ ହୋଇଥିବା ବେଳେ ୩୪ ଲକ୍ଷ ୧ ହଜାର ୫୯୧ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି । ଏମାନଙ୍କ ମଧ୍ୟରୁ ୫୪ ହଜାର ୬୮ ଜଣ ଗୁରୁତର ଅଛନ୍ତି ।
ଯୁକ୍ତରାଷ୍ଟ୍ର ଆମେରିକାରେ କରୋନାର ପ୍ରକୋପ ଅଧିକ । ଏଠାରେ ୨୧ ଲକ୍ଷ ୪୨ ହଜାର ୨୦୫ ଜଣ ଲୋକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୭ ହଜାର ୫୩୬ରେ ପହଞ୍ଚିଛି । ଯୁକ୍ତରାଷ୍ଟ୍ର ଆମେରିକାରେ ୮ ଲକ୍ଷ ୫୪ ହଜାର ୬୧ ଜଣ ଲୋକ ସୁସ୍ଥ ହୋଇଥିବା ବେଳେ ୧୧ ଲକ୍ଷ ୭୦ ହଜାର ୬୧୮ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି । ଏଥିରୁ ୮ ହଜାର ୩୧୮ ଜଣ ଗୁରୁତର ଅଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO