ଓଡିଶା ୩୯୩ ଜଣଙ୍କ ଠାରୁ ଆଦାୟ ହେଲା ଜୋରିମାନା desk June 16, 2020 କଟକରେ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ ୩୯୩ ଜଣଙ୍କ ଠାରୁ ଆଦାୟ ହେଲା ଜୋରିମାନା ଭୁବନେଶ୍ୱର। କଟକରେ ଗତ ୨୪ ଘଂଟା ମଧ୍ୟରେ ୩୯୩ ଜଣଙ୍କ ଠାରୁ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ ଜୋରିମାନା ଆଦାୟ କରା ଯାଇଛି । କଟକ ଡିସିପିଙ୍କ ଦ୍ୱାରା ଟ୍ୱିଟ କରି ଏହି ସୂଚନା ଦିଆ ଯାଇଛି । Tags: Cuttack DCP Continue Reading Previous: ମାଲକାନଗିରି ଜିଲ୍ଲା ପ୍ରଶାସନ କରୋନା ଆକ୍ରାନ୍ତଙ୍କ ସମ୍ପର୍କରେ ଦେଲା ତଥ୍ୟ Next: ୨୪ ଘଂଟାରେ ୧୮୯ ଜଣଙ୍କ ଠାରୁ ଜୋରିମାନା ଆଦାୟ କଲା ବ୍ରହ୍ମପୁର ପୋଲିସ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ଓସେପା ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ବ୍ୟବହାରିକ ଦକ୍ଷତା ପ୍ରଶିକ୍ଷଣ ଆୟୋଜିତ 1 min read ଓଡିଶା ଓସେପା ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ବ୍ୟବହାରିକ ଦକ୍ଷତା ପ୍ରଶିକ୍ଷଣ ଆୟୋଜିତ December 19, 2025 ଭଞ୍ଜକଳା ମଣ୍ଡପରେ ଆରମ୍ଭ ହେଲା ଜାତୀୟ କଣ୍ଢେଇ ନାଟ ଉତ୍ସବ ଓଡିଶା ଭଞ୍ଜକଳା ମଣ୍ଡପରେ ଆରମ୍ଭ ହେଲା ଜାତୀୟ କଣ୍ଢେଇ ନାଟ ଉତ୍ସବ December 19, 2025 ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କ କ୍ଷେତ୍ର ପରିଦର୍ଶନ ଏବଂ ସମୀକ୍ଷା ଓଡିଶା ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କ କ୍ଷେତ୍ର ପରିଦର୍ଶନ ଏବଂ ସମୀକ୍ଷା December 19, 2025