ଭୁବନେଶ୍ୱର– ରାଜ୍ୟରେ କରୋନାରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରି ଏହି ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ପୁରୀ ଜିଲ୍ଲାର ୬୦ ବର୍ଷ ବୟସ୍କ ବ୍ୟକ୍ତି ଜଣଙ୍କ କରୋନା ପୀଡିତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେବା ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO