ନବରଙ୍ଗପୁର– ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକର କାରାଗାଁ ମାଝିସାହି ଓ ଭଣ୍ଡାରିଗୁଡ଼ା ଅସ୍ଥାୟୀ କ୍ୱାରେଂଟାଇନ ସେଂଟରକୁ କଂଟେନମେଂଟ ଜୋନ୍ ଭାବେ ଘୋଷଣା କରିଛନ୍ତି ଜିଲ୍ଲାପାଳ ଡଃ. ଅଜିତ କୁମାର ମିଶ୍ର । ଗତକାଲି ଠାରୁ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ସମ୍ପୃକ୍ତ ଅଂଚଳରେ ଏହି କଟକଣା ବଳବତର ରହିବ । ସମ୍ପୃକ୍ତ ଅଂଚଳରୁ ଜଣେ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସଂକ୍ରମଣକୁ ଏଡାଇବା ଲକ୍ଷ୍ୟ ନେଇ ଏହି ପଦକ୍ଷେପ ଗ୍ରହଣ କରାଯାଇଛି ।
Related Stories
November 22, 2024