ଭୁବନେଶ୍ୱର-ରାଜ୍ୟରେ ଗତ ୨୪ ଘଂଟାରେ ୪୬୨୮ ନମୁନାର ପରୀକ୍ଷା କରା ଯାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୨୨୪୪୦୨ ନମୁନାର ପରୀକ୍ଷଣ କରା ଯାଇ ସରିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ କୁହା ଯାଇଛି ଯେ ବର୍ତମାନ ସୁଦ୍ଧା ରାଜ୍ୟରେ ୫୧୬୦ ଟି ମାମଲା ସାମନାକୁ ଆସିଛି ।