ଭୁବନେଶ୍ୱର । କଟକରେ ଗତ ୨୪ ଘଂଟା ମଧ୍ୟରେ ୩୧୧ ଜଣଙ୍କ ଠାରୁ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ ଜୋରିମାନା ଆଦାୟ କରା ଯାଇଛି । କଟକ ଡିସିପିଙ୍କ ଦ୍ୱାରା ଟ୍ୱିଟ କରି ଏହି ସୂଚନା ଦିଆ ଯାଇଛି ।
ବ୍ରହ୍ମପୁରରେ ଗତ ୨୪ ଘଂଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ ୨୨୩ ଜଣଙ୍କ ଠାରୁ ଜୋରିମାନା ଆଦାୟ
ଭୁବନେଶ୍ୱର। ବ୍ରହ୍ମପୁରରେ ଗତ ୨୪ ଘଂଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ ୨୨୩ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି । ବ୍ରହ୍ମପୁର ଏସପି ରା ଟ୍ୱିଟ କରି ଏହି ସୂଚନା ଦେଇଛନ୍ତିା
ଏହି ସମୟ ମଧ୍ୟରେ ୯୮ଟି ବାହନରୁ ଜୋରିମାନା ଆଦାୟ କରା ଯାଇଥିବା ସୂଚନା ଦିଆ ଯାଇଛି ।
ରାଜ୍ୟରେ ଗତ ୨୪ ଘଂଟାରେ ୩୪୯୬ ନମୁନାର ପରୀକ୍ଷଣ
ଭୁବନେଶ୍ୱର- ରାଜ୍ୟରେ ଗତ ୨୪ ଘଂଟାରେ ୩୪୫୮ ନମୁନାର ପରୀକ୍ଷା କରା ଯାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୨୩୧୩୫୬ ନମୁନାର ପରୀକ୍ଷଣ କରା ଯାଇ ସରିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।