
ଗଞ୍ଜାମ– ଗଞ୍ଜାମ ଜିଲ୍ଲାରେ ନୂଆ ତିନି ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୭୦ କୁ ବୃଦ୍ଧି ପାଇଛି । ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨ ରେ ପହଂଚିଛି । ସେହିପରି ଜିଲ୍ଲାରେ ମୋଟ୍ ସୁସ୍ଥ ସଂଖ୍ୟା ୯୬୨ ରେ ପହଂଚିଛି । ଜିଲ୍ଲାରେ କରୋନାଜନିତ ସକ୍ରିୟ ମାମଲା ୩୯୬ ରହିଛି ।