ଭୁୂୁବନେଶ୍ୱର – ଆଜି କଟକ ଜିଲ୍ଲାରେ ୩୨ ଜଣ ନୂଆ କରୋନା ପଜିଟିଭ ମାମଲା ସାମନାକୁ ଆସିଥିବା ବେଳେ ଏଥି ମଧ୍ୟରୁ ସାତ ଜଣ ସିଏମସି ଅଂଚଳର ବୋଲି କଟକ ମହାନଗର ନିଗମ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି ।
ବର୍ତମାନ ସୁଦ୍ଧା ସିଏମସି ଅଂଚଳର ୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ୨୨ ଜଣ ସୁସ୍ଥ ହୋଇ ସାରିଥିବା ବେଳେ ୨୨ଟି ସକ୍ରିୟ ମାମଲା ରହିଥିବା ସିଏମସି ପକ୍ଷରୁ କୁହା ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO