କଟକ– ରାଜ୍ୟରେ ପୁଣି ୨ରୁ ୪ ପଇସା ବୃଦ୍ଧି ପାଇଛି ବସ୍ ଭଡ଼ା । ଅର୍ଡିନାରୀ ଭଡ଼ା କି.ମି. ପିଛା ୭୦ରୁ ୭୨ ପଇସାକୁ ବୃଦ୍ଧି ପାଇଛି । ସେହିପରି ଏକ୍ସପ୍ରେସ୍ ବସ୍ ଭଡ଼ା ୭୩ରୁ ୭୫ ପଇସାକୁ ବଢିଛି । ଡିଲକ୍ସ ୧ ଟଙ୍କା ୧ ପଇସାରୁ ୧ ଟଙ୍କା ୫ ପଇସାକୁ ବୃଦ୍ଧି ପାଇଛି । ଏସି ଡିଲକ୍ସ ୧ ଟଙ୍କା ୨୩ ପଇସାରୁ ୧ ଟଙ୍କା ୨୭ ପଇସାକୁ ବୃଦ୍ଧି କରାଯାଇଥିବା ନେଇ ଘରୋଇ ବସ୍ ମାଲିକ ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ ସୂଚନା ଦେଇଛନ୍ତି ।
Related Stories
November 23, 2024