
ସେମାନେ ଏକ ବାଇକ୍ ଯୋଗେ ଦୃତ ଗତିରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ବାଇକ୍ ଟି ଗଛରେ ଧକ୍କା ଦେଇଥିଲା । ଡ଼ାକବଙ୍ଗଳା ଠାରୁ ୧୦୦ ମିଟର ଦୂର ୟୁ ଟର୍ଣ୍ଣ ନିକଟରେ ଏହି ଦୁର୍ଘଟଣା ଘଟିଥିଲା । ୪ ନାବାଳକଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଂଚଳରେ ଶୋକର ଛାୟା ଖେଳିଯାଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
