![](https://indokalingtimes.com/wp-content/uploads/2020/06/ikt.jpeg)
ଭୁବନେଶ୍ୱର – ବ୍ରହ୍ମପୁରରେ ଗତ ୨୪ ଘଂଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ ୨୬୧ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି । ବ୍ରହ୍ମପୁର ଏସପି ଟ୍ୱିଟ କରି ଏହି ସୂଚନା ଦେଇଛନ୍ତିା
ଏହି ସମୟ ମଧ୍ୟରେ ୧୫୭ ଟି ବାହନରୁ ଜୋରିମାନା ଆଦାୟ କରା ଯାଇଥିବା ସୂଚନା ଦିଆ ଯାଇଛି ।
୨୨୧ ଜଣଙ୍କ ଠାରୁ ଜୋରିମାନା ଆଦାୟ
ଭୁବନେଶ୍ୱର – କଟକ ଗତ ୨୪ ଘଂଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ ୨୨୧ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି । କଟକ ଡିସିପି ଟ୍ୱିଟ କରି ଏହି ସୂଚନା ଦେଇଛନ୍ତିା