ଭୁବନେଶ୍ୱର –   ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୪୮୨୭ କରୋନା ପରୀକ୍ଷଣ ହୋଇଛି । ଆଜି  ସୁଦ୍ଧା ରାଜ୍ୟରେ ମୋଟ ୨୯୭୨୩୪   କରୋନା ପରୀକ୍ଷଣ କରା ଯାଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
୧୩୧ ଜଣଙ୍କ ଠାରୁ ଜୋରିମାନା ଆଦାୟ
ଭୁବନେଶ୍ୱର  – କଟକ ଗତ ୨୪ ଘଂଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ ୧୩୧ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି । କଟକ ଡିସିପି   ଟ୍ୱିଟ କରି ଏହି ସୂଚନା ଦେଇଛନ୍ତିା
