ଭଦ୍ରକ– ଭଦ୍ରକ ଜିଲ୍ଲାରେ ଆଜି ପ୍ରଥମ କରୋନାଜନିତ ମୃତ୍ୟୁ ଘଟିଛି । ମୃତକ ଜଣକ ୫୮ ବର୍ଷିୟ ପୁରୁଷ ହୋଇଥିବା ନେଇ ସୂଚନା ମିଳିଛି । ଫଳରେ ସାଧାରଣରେ କରୋନାକୁ ନେଇ ଭୟ ପ୍ରକାଶ ପାଇଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ତଥା ଲୋକାଲ୍ କେସ୍ ସଂଖ୍ୟା ବୃଦ୍ଧି ପାଉଥିବାରୁ ସ୍ଥିତି ଅଧିକ ଜଟିଳ ହୋଇପଡିଛି ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
