ଭୁବନେଶ୍ବର – ଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟା ୫.୧୫ ଘଟିକା ସମୟରେ ଏସସିବି ମେଡିକାଲ୍ କଲେଜ, କଟକ ବ୍ଲଡ୍ ବ୍ୟାଙ୍କ୍ ପରିସରରେ ଓଡ଼ିଶାର ପ୍ରଥମ ପ୍ଲାଜମା ବ୍ୟାଙ୍କର ଶୁଭାରମ୍ଭ କରିବେ। ଗୁରୁତର କରୋନା ଆକ୍ରାନ୍ତଙ୍କ ଚିକିତ୍ସା କ୍ଷେତ୍ରରେ ଏହା ସହାୟକ ହୋଇ ପାରିବ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO