
ନୂଆଦିଲ୍ଲୀ – ଦେଶରେ ଗତ ୨୪ଘଂଟା ମଧ୍ୟରେ ୩୪୮୮୪ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହା ସହିତ କରୋନା ମାମଲା ସଂଖ୍ୟା ୧୦,୩୮୭୧୬ କୁ ବୃଦ୍ଧି ପାଇଛି । ଗତ ୨୪ ଘଂଟା ମଧ୍ୟରେ ୬୭୧ଜଣଙ୍କର ମୃତ୍ୟୁ ଘଟିଛି ।
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଦେଶରେ ବର୍ତମାନ ୩୫୮୬୯୨ ସକ୍ରିୟ ରୋଗୀ ଅଛନ୍ତି । ଏଥି ସହିତ ବର୍ତମାନ ସୁଦ୍ଧା ୨୬୨୭୨ ମୃତ୍ୟୁବରଣ କରିଛନ୍ତିା