ନୂଆଦିଲ୍ଲୀ – ଦେଶରେ ଗତ ୨୪ଘଂଟା ମଧ୍ୟରେ ୩୪୮୮୪ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହା ସହିତ କରୋନା ମାମଲା ସଂଖ୍ୟା ୧୦,୩୮୭୧୬ କୁ ବୃଦ୍ଧି ପାଇଛି । ଗତ ୨୪ ଘଂଟା ମଧ୍ୟରେ ୬୭୧ଜଣଙ୍କର ମୃତ୍ୟୁ ଘଟିଛି ।
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଦେଶରେ ବର୍ତମାନ ୩୫୮୬୯୨ ସକ୍ରିୟ ରୋଗୀ ଅଛନ୍ତି । ଏଥି ସହିତ ବର୍ତମାନ ସୁଦ୍ଧା ୨୬୨୭୨ ମୃତ୍ୟୁବରଣ କରିଛନ୍ତିା
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO