ଭୁବନେଶ୍ୱର – ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୪୬୦୮ କରୋନା ପରୀକ୍ଷଣ ହୋଇଛି । ଆଜି ସୁଦ୍ଧା ରାଜ୍ୟରେ ମୋଟ ୫୪୩୩୧୬ କରୋନା ପରୀକ୍ଷଣ କରା ଯାଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।