
ଭୁବନେଶ୍ୱର – କଟକରେ ଗତ ୨୪ ଘଂଟା ମଧ୍ୟରେ ୧୬୪ ଜଣ ମାସ୍କ ପିନ୍ଧି ନ ଥିବା କାରଣରୁ ଜୋରିମାନା ଆଦାୟ ହୋଇଛି । ସେହିପରି ଏହି ସମୟ ମଧ୍ୟରେ ୩୯୪ ଜଣ ସାମାଜିକ ଦୂରତ୍ୱ ନିୟମ ଅମାନ୍ୟ କରିଥିବା ନେଇ ଜୋରିମାନା ଆଦାୟ କରା ଯାଇଛି । କଟକ ଡିସିପି ଟ୍ୱିଟ କରି ଏହି ସୂଚନା ଦେଇଛନ୍ତିା
ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୪୦୦୨ କରୋନା ପରୀକ୍ଷଣ
ଭୁବନେଶ୍ୱର – ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୧୩୨୭୨ କରୋନା ପରୀକ୍ଷଣ ହୋଇଛି । ଆଜି ସୁଦ୍ଧା ରାଜ୍ୟରେ ମୋଟ ୫୭୦୫୯୦ କରୋନା ପରୀକ୍ଷଣ କରା ଯାଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।