ବାଲେଶ୍ୱର– ବାଲେଶ୍ୱର ସଦର ବ୍ଲକ୍ ଅନ୍ତର୍ଗତ ରସାଳପୁର ଗ୍ରାମରେ ଗ୍ୟାସ୍ ସିଲିଣ୍ଡର ଫାଟି ଏକ ଚାଳଘର ପୋଡ଼ିଯିବା ସହିତ ନିଆଁରେ ପୋଡି ହୋଇ ୪ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି । ଗୁରୁତର ମାନଙ୍କୁ ପ୍ରଥମେ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଥିଲା । ପରେ ଅଧିକ ଚିକିତ୍ସା ନିମନ୍ତେ ଅନ୍ୟ ଦୁଇ ଜଣଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।
Related Stories
November 23, 2024
November 23, 2024
November 23, 2024