ବାଲେଶ୍ୱର – ବାଲେଶ୍ୱର ଜିଲ୍ଲାର ଜଳେଶ୍ୱର ଓ ବାଲିଆପାଳ ବ୍ଲକରେ ଡ଼େଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ନେଇ ଜିଲ୍ଲାବାସୀ ଭୟଭିତ ହୋଇପଡିଛନ୍ତି । ଜଳେଶ୍ୱର ବ୍ଲକ ମହମ୍ମଦ ନଗର ପାଟଣାରେ ୧୫ ଦିନ ମଧ୍ୟରେ ୨୦ ରୁ ଉଦ୍ଧ୍ୱର୍ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ଏମାନଙ୍କ ରକ୍ତ ନମୂନା ପରୀକ୍ଷା ପରେ ଏହା ପଜେଟିଭ୍ ଥିବା ଜଣାପଡିଥିଲା । ଆକ୍ରାନ୍ତ ମାନେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି । ଆଗକୁ ଆକ୍ରାନ୍ତଙ୍କ ସଂଖ୍ୟା ଆହୁରି ବୃଦ୍ଧି ପାଇବା ନେଇ ଆଶା କରାଯାଉଛି ।
Related Stories
November 25, 2024