ଭଞ୍ଜନଗର, ଜୟକୃଷ୍ଣ ପଟ୍ଟନାୟକ– ମିଳିଥିବା ସୂଚନା ଅନୁସାରେ ଆଜି ଭଞ୍ଜନଗର ରୁ ୯ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।ସେଥିମଧ୍ୟରେ ଭଞ୍ଜନଗର ସବ୍ ଜେଲ ରୁ ୨ଜଣ,ମାଲ ସାହି, କୁଲାଡ଼, ଗାଲେରୀ ପାଟଣା ସାହି, ତାରସିଂ,ଲେମ୍ଭେଇ, ଯୋଗୀ ମାରି ଓ ଅଗଝୋଳ ଗ୍ରାମର ଜଣେ ଲେଖାଏଁ ସଂକ୍ରମିତ ବ୍ୟକ୍ତି ରହିଥିବା ଜଣାପଡିଛି।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO