ନୂଆଦିଲ୍ଲୀ । ସ୍ୱାଧୀନତା ସଂଗ୍ରାମୀ ଖୁଦୀରାମ ବୋଷଙ୍କ ବଳିଦାନ ଦିବସରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।
ସେ ଟ୍ୱିଟ କରି କହିଛନ୍ତି ଯେ ଦେଶର ସ୍ୱାଧୀନତା ପାଇଁ ମାତ୍ର ୧୯ ବର୍ଷ ବୟସରଙ୍କ ଫାଶି ଖୁଂଟରେ ଝୁଲି ନିଜ ପ୍ରାଣର ବଳିଦାନ ଦେଇଥିବା ମହାନ ବିପ୍ଲବୀ ଖୁଦୀରାମ ବୋଷଙ୍କ ବଳିଦାନ ଦିବସରେ କୋଟି କୋଟି ନମନ । ଦେଶ ସବୁବେଳେ ଏହି ବୀର ସୁପୁତ୍ରଙ୍କର ଋଣୀ ରହିବ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO