ନୂଆଦିଲ୍ଲୀ– ଦେଶରେ ଗତ ୨୪ଘଂଟା ମଧ୍ୟରେ ୫୭୯୮୨,୪୮୯ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଗତ ୨୪ ଘଂଟା ମଧ୍ୟରେ ୯୪୧ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହିତ ଦେଶରେ କୋରୋନା ସଂଖ୍ୟା ୨୬,୪୭,୬୬୪ ରେ ପହଂଚିଛି ।
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଦେଶରେ ବର୍ତମାନ ୬୭୬,୯୦୦ ସକ୍ରିୟ ରୋଗୀ ଅଛନ୍ତି । ଦେଶରେ ମୋଟ ୧୯,୧୯,୮୪୩ ରୋଗୀ ସୁସ୍ଥ ହୋଇ ସାରିଥିବା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି । ବର୍ତମାନ ସୁଦ୍ଧା ୫୦୯୨୧ ଜଣ ମୃତ୍ୟୁ ବରଣ କରିଛନ୍ତି ।