ରାଷ୍ଟ୍ରୀୟ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ desk August 18, 2020 1 min read ନୂଆଦିଲ୍ଲୀ- କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଜନ୍ମ ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତିା ପ୍ରଧାନମନ୍ତ୍ରୀ ଟ୍ୱିଟ କରି କହିଛନ୍ତି ଯେ ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଜନ୍ମ ଦିନରେ ହାର୍ଦିକ ଶୁଭେଚ୍ଛା । ସେ ଭାରତର ପ୍ରଗତି ଓ ଗରୀବ ମାନଙ୍କର ସଶକ୍ତିକରଣ ପାଇଁ କାମ କରୁଛନ୍ତି । ତାଙ୍କର ସୁସ୍ଥ ଓ ନିରାମୟ ଜୀବନ କାମନା କରୁଛି । Tags: pm greets sitaraman Continue Reading Previous: ରାଜ୍ୟରେ ଆଉ ୯ ଜଣଙ୍କର କରୋନାରେ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୩୬୨ ହେଲାNext: ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟକୁ ଶିକ୍ଷା ମନ୍ତ୍ରଣାଳୟ କରିବାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ ରାଷ୍ଟ୍ରୀୟ ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ October 15, 2025 ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ ରାଷ୍ଟ୍ରୀୟ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ October 9, 2025 ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ ରାଷ୍ଟ୍ରୀୟ ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ October 9, 2025