
ଭଞ୍ଜନଗର, ଜୟକୃଷ୍ଣ ପଟ୍ଟନାୟକ– ଗଞ୍ଜାମ ଜିଲ୍ଲାରେ ଆଜି ୨୪୨ଜଣ କୋରନା ସଂକ୍ରମିତ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି।ସେଥି ମଧ୍ୟରେ ଭଞ୍ଜନଗର ଅଞ୍ଚଳରେ ୯ଜଣ ରହିଛନ୍ତି।ଏନ.ଏ.ସି ର ମେନ ରୋଡ଼ ରୁ ୨ଜଣ,ବାଗ ଦେବୀ ରୋଡ଼,ନିଳାଦ୍ରୀ ବିହାର,ବଡ଼ ଧୋବା ସାହି,ଜେଲ କଲୋନୀ ଓ ଭଞ୍ଜନଗରରୁ ଜଣେ ଲେଖାଏଁ ଓ ଏହି ବ୍ଲକ ଅନ୍ତର୍ଗତ ଜିଲୁଣ୍ଡି ଓ ଢୋଲ ପିଟା ଗ୍ରାମରୁ ଜଣେ ଲେଖାଏଁ ରହିଥିବା ଜଣାପଡ଼ିଛି।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO