
ଭଞ୍ଜନଗର, ଜୟକୃଷ୍ଣ ପଟ୍ଟନାୟକ- ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ଆଜି ଭଞ୍ଜନଗର ଯୁବ କଂଗ୍ରେସ ପକ୍ଷରୁ ନିକଟସ୍ଥ ତୁଳସୀ ପଲ୍ଲୀ ଠାରେ ବୃକ୍ଷର ମହତ୍ତ୍ଵ କୁ ଉପଲବ୍ଧି କରି ଯୁବ ଗୋଷ୍ଠୀ ବିଭିନ୍ନ ପ୍ରକାର ବୃକ୍ଷ ରୋପଣ କରିଥିଲେ।ଏଥିରେ ମଣ୍ଟୁ ପ୍ରଧାନ, ସୌମ୍ୟ ବେହେରା, ଲୋକନାଥ ସେଠି, ଦୁର୍ଗା ତ୍ରିପାଠୀ, ଚନ୍ଦନ ଓ ଅନ୍ୟମାନେ ଉପସ୍ଥିତ ଥିଲେ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO