ଭୁବନେଶ୍ୱର – ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କୋବିଡ ଗାଇଡଲାଇନ ଉଲ୍ଲଂଘନ ପାଇଁ ମୋଟ ୮ଟି ମାମଲା ରୁଜୁ କରା ଯାଇଛି । ଏଗୁଡିକୁ ମଧ୍ୟରୁ ୭ଟି ମାମଲା ଲକଡାଉନ ଉଲ୍ଲଂଘନ ସମ୍ପର୍କିତ ହୋଇଥିବା ବେଳେ ଗୋଟିଏ ଅନ୍ୟ ମାମଲା ରହିଛି । ରାଜ୍ୟ ପୋଲିସ ପକ୍ଷରୁ ଟ୍ୱିଟ କରି ଏହି ସୂଚନା ଦିଆ ଯାଇଛି ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
