ଭୁବନେଶ୍ୱର – ନୂଆଖାଇ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି ।
ସେ ଟ୍ୱିଟ କରି କହିଛନ୍ତି ଯେ – ନୂଆଁ ଧାନ୍ ସାଙ୍ଗେ ନୂଆଁ ଆଶା ନେଇକରି ପାଲନ୍ କରୁନ୍ ଇ ଭାଇଚାରାର୍ ପରବ୍ ନୂଆଁଖାଇ । ସମସ୍ତଙ୍କର୍ ସୁଖ ଆର୍ ସମୃଦ୍ଧି କାମନା କରୁଛେଁ । ସଭିଙ୍କୁ ମୋର୍ ନୂଆଁଖାଇ ଜୁହାର ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
