 
                ଭୁବନେଶ୍ୱର  –  ବ୍ରହ୍ମପୁର  ପୋଲିସ ଗତ ୨୪ ଘଂଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ ୮୫ ଜଣଙ୍କ ଠାରୁ ଜୋରିମାନା ଆଦାୟ କରିଛି । ବ୍ରହ୍ମପୁର ଏସପି  ଟ୍ୱିଟ କରି ଏହି ସୂଚନା ଦେଇଛନ୍ତିା
କଟକରେ  ଗତ ୨୪ ଘଂଟା ମଧ୍ୟରେ ମାସ୍କ ନ ପିନ୍ଧିଥିବାରୁ ୧୩୩ଜଣଙ୍କ ଠାରୁ ଜୋରିମାନା 
ଭୁବନେଶ୍ୱର – କମିଶନରେଟ  ପୋଲିସ ଗତ ୨୪ ଘଂଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ କଟକରେ ଗତ ୧୩୩ ଜଣଙ୍କ ଠାରୁ ଜୋରିମାନା ଆଦାୟ କରିଛି । ସେହିପରି ସାମାଜିକ ଦୂରତ୍ୱ ନିୟମ ପାଳନ କରି ନ ଥିବା ଅଭିଯୋଗରେ ୩୬୪ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି । କଟକ ଡିସିପି ଟ୍ୱିଟ କରି ଏହି ସୂଚନା ଦେଇଛନ୍ତିା

 
                    







