
ଗଞ୍ଜାମ– ଗଞ୍ଜାମ ଜିଲ୍ଲାରେ ଆଜି ନୂଆ ୧୭୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଏହି ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲରେ ଭର୍ଭି କରାଯାଇଛି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୭୧୧୩ କୁ ବୃଦ୍ଧି ପାଇଛି ।
ସେହିପରି ବର୍ତମାନ ସୁଦ୍ଧା ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୩ ରହିଛି ।