ନୂଆଦିଲ୍ଲୀ – ଦେଶରେ ଗତ ୨୪ଘଂଟା ମଧ୍ୟରେ ୭୮୭୬୧ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଗତ ୨୪ ଘଂଟା ମଧ୍ୟରେ ୮୪୮ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୫,୪୨,୭୩୪ ଲକ୍ଷରେ ରେ ପହଂଚିଛି ।
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ଦେଶରେ ମୋଟ ୨୭,୧୩,୯୩୪ ରୋଗୀ ସୁସ୍ଥ ହୋଇ ସାରିଥିବା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି । ବର୍ତମାନ ସୁଦ୍ଧା ୬୩୪୯୮ ଜଣ ମୃତ୍ୟୁ ବରଣ କରିଛନ୍ତି ।