
ଭୁବନେଶ୍ୱର– କମିଶନରେଟ ପୋଲିସ ଗତ ୨୪ ଘଂଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ କଟକରେ ଗତ ୧୦୮ ଜଣଙ୍କ ଠାରୁ ଜୋରିମାନା ଆଦାୟ କରିଛି । ସେହିପରି ସାମାଜିକ ଦୂରତ୍ୱ ନିୟମ ପାଳନ କରି ନ ଥିବା ଅଭିଯୋଗରେ ୨୭୦ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି । କଟକ ଡିସିପି ଟ୍ୱିଟ କରି ଏହି ସୂଚନା ଦେଇଛନ୍ତିା