ଭୁୁବନେଶ୍ୱର – ଭିଜିଲାନ୍ସ ପକ୍ଷରୁ ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଢେଙ୍କାନାଳ କୋପରେଟିଭ ସୋସାଇଟିର ସହକାରୀ ରେଜିଷ୍ଟ୍ରାର ବିଦ୍ୟାଧର ବେହେରାଙ୍କ ଘରେ ଆଜି ଆଜି ଚଢଉ କରା ଯାଇଛି ।
ଭିଜିଲାନ୍ସ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଏକ କାଳୀନ ଭାବେ ତାଙ୍କର ଢେଙ୍କାନାଳ ଅଫିସ, ଭୁବନେଶ୍ୱର ଓ ଭଦ୍ରକ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢଉ କରାଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO