ହାଇଦ୍ରାବାଦ। ତେଲେଙ୍ଗାନାରେ ଗତ ୨୪ ଘଂଟା ମଧ୍ୟରେ କରୋନାରେ ୧୦ ଜଣ ମୃତ୍ୟୁବରଣ କରିଥିବା ବେଳେ ୨୪୭୮ ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦ୍ୱାରା ଏହି ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ରାଜ୍ୟରେ ବର୍ତମାନ ସୁଦ୍ଧା କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୩୫,୮୮୪ ରେ ପହଂଚିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO