ବ୍ରହ୍ମପୁର: ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ୍ର ଏବିଡିଓ ଅଭିମନ୍ୟୁ ସାହୁ କରୋନାରେ ଆକ୍ରାନ୍ତ ହୋଇ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଚିକିତ୍ସିତ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ମଙ୍ଗଳବାର ଦିନ ସେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁବରଣ କରିବା ଖବର ପ୍ରଚାରିତ ହେବାପରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି । ଏବିଡିଓ ଅଭିମନ୍ୟୁ ସାହୁଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଗାର୍ଡ ଅଫ୍ ଅନର ଦିଆଯାଇ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିବା ଜଣାପଡିଛି ।
Related Stories
November 22, 2024