
ଗଞ୍ଜାମ- ଗଞ୍ଜାମ ଜିଲ୍ଲାରେ ଆଜି ନୂଆ ୪୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ ଓ କୋଭିଡ଼୍ କେୟାର ସେଂଟରରେ ଭର୍ଭି କରାଯାଇଛି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୯୨୩୫କୁ ବୃଦ୍ଧି ପାଇଛି ।
ସେହିପରି ଜିଲ୍ଲାରେ ବର୍ତମାନ ସୁଦ୍ଧା କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୫ ରହିଛି ।