ଭୁବନେଶ୍ୱର– କମିଶନରେଟ ପୋଲିସ ଗତ ୨୪ ଘଂଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ କଟକରେ ୧୫୬ ଜଣଙ୍କ ଠାରୁ ଜୋରିମାନା ଆଦାୟ କରିଛି । ସେହିପରି ସାମାଜିକ ଦୂରତ୍ୱ ନିୟମ ପାଳନ କରି ନ ଥିବା ଅଭିଯୋଗରେ ୩୯୩ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି । ମୋଟର ଯାନ ଆଇନ୍ ଓ ଓଡିଶା ସହରାଂଚଳ ପୋଲିସ ଆଇନ୍ ଉଲ୍ଲଂଘନ କରିଥିବା ୫୨୪ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି । କଟକ ଡିସିପି ଟ୍ୱିଟ କରି ଏହି ସୂଚନା ଦେଇଛନ୍ତିା
ସମ୍ବଲପୁରରେ ୨୪ ଘଂଟାରେ ମଧ୍ୟରେ ମାସ୍କ ନ ପିନ୍ଧିଥିବାରୁ ୧୯୫ ଜଣଙ୍କ ଠାରୁ ଜୋରିମାନା
ଭୁବନେଶ୍ୱର– ସମ୍ବଲପୁର ପୋଲିସ ଗତ ୨୪ ମଧ୍ୟରେ ମଧ୍ୟରେ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ ୨୦୨ ଜଣଙ୍କ ଠାରୁ ଜୋରିମାନା ଆଦାୟ କରିଛି । ସମ୍ବଲପୁର ଏସପି ଟ୍ୱିଟ କରି ଏହି ସୂଚନା ଦେଇଛନ୍ତିା