ଭୁବନେଶ୍ୱର– ବରିଷ୍ଠ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀ କରୋନା ଆକ୍ରାନ୍ତ ହୋଇଛନ୍ତି । ସେ ସୋସିଆଲ ମିଡିଆରେ ଏହି ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ ସେ କରୋନା ଆକ୍ରାନ୍ତ ହୋଇଛନ୍ତି । ତାଙ୍କ ସହ ସଂସ୍ପର୍ଶରେ ଆସିଥିବା ଲୋକ ମାନଙ୍କୁ ସେ ପରୀକ୍ଷା କରାଇ ନେବାକୁ ନିବେଦନ କରିଛନ୍ତି ।